ରିପୋର୍ଟ କାର୍ଡ / ବାଲେଶ୍ଵର
ଅମର୍ଦ୍ଦା ଷ୍ଟେସନରେ କୋଇଲା ବୋଝେଇ ଟ୍ରେନ୍ରେ ନିଆଁ ଲାଗିଯାଇଥିବା ସୂଚନା ମିଳିଛି। ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବା ପାଇଁ ଅଗ୍ନିଶମ ବାହିନୀ ଉଦ୍ୟମ ଜାରି ରଖିଛି। ଏହି କୋଇଲା ବେଝେଇ ଟ୍ରେନ୍ ଖଡ଼ଗପୁର ଅଭିମୁଖେ ଯାଉଥିଲା। ଏହି ଘଟଣାରେ କେହି ମୃତାହତ ହୋଇନାହାନ୍ତି, ତେବେ କ୍ଷୟକ୍ଷତିର ଆକଳନ କରାଯାଇପାରିନାହିଁ। ଖବର ପାଇ ରେଲୱେ ପୋଲିସ, ବରିଷ୍ଠ ରେଳ ଅଧିକାରୀ ଏବଂ ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ସୂଚନା ମିଳିଛି।






More Stories
ଝାରପଡ଼ା ଜେଲରେ ଅସମ୍ଭାଳ ସ୍ଥିତି…..
ବନ୍ୟା ପ୍ୟାକେଜ୍ ଘୋଷଣା କଲେ ମୁଖ୍ୟମନ୍ତ୍ରୀ…..
ବ୍ୟବସାୟୀଙ୍କୁ ଅପହରଣ ଘଟଣା:୫୦ ଲକ୍ଷ ପାଇଁ ହୋଇଥିଲା ଷଡ଼ଯନ୍ତ୍ର……