ରିପୋର୍ଟ କାର୍ଡ / ଭୁବନେଶ୍ୱର
ପୂର୍ବ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଦିଲ୍ଲୀ ଗସ୍ତକୁ ନେଇ ଅରୁଣ ସାହୁ ତାଙ୍କ ପ୍ରତିକ୍ରିୟା ରଖିଛନ୍ତି। ଏହା ସଂପୂର୍ଣ୍ଣ ବ୍ୟକ୍ତିଗତ ବୋଲି ଅରୁଣ ଅରୁଣ କହିଛନ୍ତିି। ଏବେ କୌଣସି ରାଜନୈତିକ ସମୀକରଣ ହେବାର ନାହିଁ। ରଜନୈତିକ ଆଲୋଚନା ହେଲେ ସମସ୍ତେ ଜାଣିବେ । ଦିଲ୍ଲୀରେ ନବୀନ ବାବୁଙ୍କ ଘର ଅଛି। ବହୁ ଦିନ ହେବ ଯାଇନଥିଲେ ଏବେ ଗଲେ ବୋଲି ଅରୁଣ କହିଛନ୍ତି।





More Stories
ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ…..
ଫାଇଲ୍ ରିସିଭ୍ ହୋଇଛି, କୁଆଡ଼େ ଗଲା ଜାଣିନାହାନ୍ତି…..
ଛାତ୍ର ସଂସଦ ନିର୍ବାଚନ:ଖର୍ଚ୍ଚରେ ଲାଗିଲା କଟକଣା…..