ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଛତିଶଗଡ଼ର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଭୂପେଶ ବଘେଲଙ୍କ ବାସଭବନରେ ଚଢାଉ କରିଛି ସିବିଆଇ। କୁହାଯାଇଛି ଯେ ସିବିଆଇ ଟିମ୍ ତଦନ୍ତ ପାଇଁ ରାୟପୁର ଏବଂ ଭିଲାଇରେ ପହଞ୍ଚିଛି। ଏହାପୂର୍ବରୁ ପ୍ରବର୍ତ୍ତନ ନିର୍ଦେଶାଳୟ(ଇଡି) ଟିମ୍ ଭୂପେଶ ବଘେଲଙ୍କ ବାସଭବନରେ ଚଢାଉ କରିଥିଲା। ୬, ୦୦୦ କୋଟି ଟଙ୍କାର ମହାଦେବ ବେଟିଂ ଆପ୍ ଦୁର୍ନୀତି ମାମଲାରେ ଏହି ଚଢାଉ କରାଯାଉଥିବା ଜଣାପଡ଼ିଛି।






More Stories
୧୫ IPS ଅଫିସରଙ୍କୁ ୧୭ ଜିଲ୍ଲା ନିରୀକ୍ଷଣ ଦାୟିତ୍ୱ…..
ମମତା ଙ୍କ ଘରେ ସିଆଇଡ଼ି ଚଢ଼ାଉ…..
ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ କଳଙ୍କ ନୁହେଁ…..