ରିପୋର୍ଟ କାର୍ଡ / ଭୁବନେଶ୍ବର
ପୁଣି ବିଧାନସଭାରୁ କଂଗ୍ରେସ ବିଧାୟକ ତାରା ବାହିନୀପତି ଓ ରମେଶ ଜେନା ସସପେଣ୍ଡ ହୋଇଛନ୍ତି। ଗୃହରୁ ୭ ଦିନ ପାଇଁ ସସ୍ପେଣ୍ଡ କରିଛନ୍ତି ବାଚସ୍ପତି। ବିଶୃଙ୍ଖଳିତ ଆଚରଣ ପାଇଁ ଉଭୟ ବିଧାୟକଙ୍କୁ ଗୃହରୁ ୭ ଦିନ ପାଇଁ ବାଚସ୍ପତି ସସ୍ପେଣ୍ଡ କରିଛନ୍ତି | ବାଚସ୍ପତି ଙ୍କ ତାଗିଦ ସତ୍ତ୍ବେ ଉଭୟ ବିଧାୟକ ଗୃହରେ ଘଣ୍ଟ ପିଟିଥିଲେ। ଗତକାଲି କଂଗ୍ରେସର ୧୨ ବିଧାୟକ ଓ ଆଜି ୨ ବିଧାୟକ ସସ୍ପେଣ୍ଡ ହୋଇଛନ୍ତି। ବର୍ତ୍ତମାନ ବିଧାନସଭାରୁ କଂଗ୍ରେସର ସମସ୍ତ ୧୪ ବିଧାୟକ ନିଲମ୍ବିତ ହୋଇଛନ୍ତି।






More Stories
୨୦୨୭ରୁ ନୂଆ ନିୟମ ଲାଗୁ…..
ବ୍ୟବସାୟୀଙ୍କୁ ହତ୍ୟା…..
ତେଲିଆ ଖାଦ୍ୟକୁ ‘ନା’, ସୁସ୍ଥ ଖାଦ୍ୟକୁ ‘ହଁ’……