ଆମ ସହର ଗଣ୍ଡଗୋଳରୁ ଗୁଳିମାଡ,୨ ଅଟକ…. Report Card Bureau March 28, 2025 ରିପୋର୍ଟ କାର୍ଡ / ରାଉରକେଲାଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳରୁ ଗୁଳିମାଡ ଘଟିଛି । ରଘୁନାଥପାଲି ଥାନା ଦେ ଗାଁର ଏକ ଢାବା ନିକଟରେ ପ୍ରଥମେ ବଚସା ପରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ଶେଷରେ ଜଣେ ଯୁବକଙ୍କୁ ଗୁଳିମାଡ ହୋଇଛି । ୨ ଜଣଙ୍କୁ ଅଟକ ରଖି ପୁଲିସ ପଚରାଉଚରା କରୁଛି ।Post navigationPrevious ଭୁବନେଶ୍ୱରରେ ଗୋରୁ ବୋଝେଇ ଗାଡ଼ି ଅଟକ….Next ଦାରିଦ୍ର୍ୟ ହାର:ମାଲକାନଗିରି ସର୍ବାଧିକ,ପୁରୀ ସର୍ବନିମ୍ନ……Leave a Reply Cancel replyYour email address will not be published. Required fields are marked *Comment *Name * Email * Website Save my name, email, and website in this browser for the next time I comment. More Stories ଅପରାଧ ଆମ ସହର ରାଜ୍ୟ ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା; ବିଦ୍ୟାଭାରତୀଙ୍କ ଆବେଦନର ଶୁଣାଣି ଶେଷ…. September 3, 2026 Report Card Bureau 1 min read ଆମ ସହର ରାଜ୍ୟ ଆମ ବସ୍’ ଯାତ୍ରା ମାଗଣା….. August 26, 2026 Report Card Bureau ଆମ ସହର ଡି.ଏ.ଭି. ପବ୍ଲିକ୍ ସ୍କୁଲ,କଳିଙ୍ଗ ନଗରରେ ରକ୍ଷାବନ୍ଧନ ଉତ୍ସବ ପାଳିତ….. August 26, 2026 Report Card Bureau
More Stories
ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା; ବିଦ୍ୟାଭାରତୀଙ୍କ ଆବେଦନର ଶୁଣାଣି ଶେଷ….
ଆମ ବସ୍’ ଯାତ୍ରା ମାଗଣା…..
ଡି.ଏ.ଭି. ପବ୍ଲିକ୍ ସ୍କୁଲ,କଳିଙ୍ଗ ନଗରରେ ରକ୍ଷାବନ୍ଧନ ଉତ୍ସବ ପାଳିତ…..