ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ରାଜ୍ୟ ସରକାର ୨.୯୦ ଲକ୍ଷ କୋଟି ଟଙ୍କାର ବଜେଟ ବିଧାନସଭାରେ ଉପସ୍ଥାପନ କରିଛନ୍ତି। କିଛି ବିଭାଗର ଖର୍ଚ୍ଚଦାବି ଗୃହରେ ଆଲୋଚନା ପରେ ପାରିତ କରାଯାଇ ଥିବାବେଳେ ଶୁକ୍ରବାର ୨୨ଟି ବିଭାଗର ଖର୍ଚ୍ଚଦାବି ଗିଲୋଟିନ ଜରିଆରେ ପାରିତ ହୋଇଛି। ଆଜି ଗୃହରେ ବ୍ୟୟ ମଞ୍ଜୁରୀ ବିଧେୟକ ଆଗତ କରାଯାଇ ଏହା ଉପରେ ଆଲୋଚନା ହେବାର କାର୍ଯ୍ୟକ୍ରମ ରହିଛି। ବିଧେୟକ ଗୃହୀତ ହେଲେ ସରକାର ଆଗାମୀ ଆର୍ଥିକ ବର୍ଷ ପାଇଁ ବଜେଟ ଅର୍ଥ ଖର୍ଚ୍ଚ କରିବେ। ପ୍ରଶ୍ନୋତ୍ତର ଏବଂ ଶୂନ୍ୟକାଳ ପରେ ଦିନ ୧୨ଟାରୁ ବିଧେୟକ ଉପରେ ଆଲୋଚନା କରାଯିବ ବୋଲି ଜଣାପଡ଼ିଛି।






More Stories
ଅଟକିଲା ନନ୍ଦିଘୋଷ,ସକାଳ ସାଢେ ୯ଟାରେ ପୁଣି ଟଣା…..
ଛେରାପହଁରା ଆରମ୍ଭ……
ରଥାରୁଢ ଚତୁର୍ଦ୍ଧାମୂର୍ତ୍ତି…..