ରିପୋର୍ଟ କାର୍ଡ / ଭୁବନେଶ୍ୱର
ଅତୁଲ୍ୟ ସାଂସ୍କୃତିକ ଐତିହ୍ୟର ଜାତୀୟ ତାଲିକାରେ ସ୍ଥାନ ପାଇଛି ବିଶ୍ଵପ୍ରସିଦ୍ଧ ପୁରୀ ରଥଯାତ୍ରା ଏବଂ କଟକର ବାଲିଯାତ୍ରା। ଭାରତ ସରକାରଙ୍କ ସଂସ୍କୃତି ମନ୍ତ୍ରଣାୟଳ ଅଧୀନ ସର୍ବୋଚ୍ଚ ସାଂସ୍କୃତିକ ସଂସ୍ଥା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଓଡ଼ିଶାର ଦୁଇଟି ବଡ଼ ଉତ୍ସବ ରଥଯାତ୍ରା ଏବଂ ବାଲିଯାତ୍ରାକୁ ସ୍ବୀକୃତି ପ୍ରଦାନ କରାଯାଇଛି। ସାମାଜିକ ଗଣମାଧ୍ୟମ ‘ଏକ୍ସ’ ଜରିଆରେ ଏ ନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ। ଏ ନେଇ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ସରକାରଙ୍କୁ ପ୍ରସ୍ତାବ ପଠାଯାଇଥିଲା।






More Stories
୯୫ ଆସନରେ ଲଢ଼ିବ କଂଗ୍ରେସ…..
ପଖାଳ ଦିବସ…..
ନବୀନଙ୍କ ନିର୍ଦ୍ଦେଶରେ ଭୋଟ୍ ଦେଇଛି…..