ରିପୋର୍ଟ କାର୍ଡ / ନବରଙ୍ଗପୁର
ନବରଙ୍ଗପୁର ଜିଲ୍ଲା ଉମରକୋଟଠାରେ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ପୋଷଣ ଯୋଜନାର ଶୁଭାରମ୍ଭ ହୋଇଛି। ଏହି ଯୋଜନାର ଆଜି ଶୁଭାରମ୍ଭ କରିଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ଏହି ପରିପ୍ରେକ୍ଷୀରେ ମନ୍ତ୍ରୀ ପିଲାମାନଙ୍କୁ ପୋଷଣ ଯୁକ୍ତ ମାଣ୍ଡିଆ ଲଡ଼ୁ ବାଣ୍ଟି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି। ଏଥିସହିତ ନବମ ଓ ଦଶମ ପିଲାଙ୍କ ମଧ୍ୟାହ୍ନଭୋଜନ କାର୍ଯ୍ୟକ୍ରମର ମଧ୍ୟ ଶୁଭାରମ୍ଭ କରିଛନ୍ତି ମନ୍ତ୍ରୀ। ଏହି ଯୋଜନାରେ ରାଜ୍ୟର ୧୦ ଲକ୍ଷ ୮୦ ହଜାର ପିଲା ଉପକୃତ ହେବେ ମନ୍ତ୍ରୀ କହିଛନ୍ତି।






More Stories
ଗୁଜବ ସୃଷ୍ଟିକାରୀଙ୍କ ଉପରେ ହେବ ଆକ୍ସନ୍…..
ବଦଳିବ ନନ୍ଦନକାନନର ସମୟ ନିର୍ଘଣ୍ଟ…..
କାଳବୈଶାଖୀ କୁ ନେଇ ସତର୍କ ସୂଚନା ଜାରି…..