ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ସଂସଦରେ ସରିଲା ବଜେଟ୍ ଅଧିବେଶନ । ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ହେଲା ଲୋକସଭା । ଗୃହକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କଲେ ଲୋକସଭା ବାଚସ୍ପତି ଓମ୍ ବିର୍ଲା । ୩୧ ଜାନୁୟାରୀରେ ଆରମ୍ଭ ହୋଇଥିଲା ସଂସଦର ବଜେଟ ଅଧିବେଶନ । ତେବେ ବଜେଟ ଅଧିବେଶନ ଚର୍ଚ୍ଚାରେ ସଦସ୍ୟମାନେ ଭାଗ ନେଇ ଆଲୋଚନା କରିଥିଲେ । ଏଥିସହ ୱାକଅଫ୍ ବିଲ ମଧ୍ୟ ପାରିତ ହୋଇଛି । ଏହି ଅବସରରେ ବାଚସ୍ପତି ସମସ୍ତଙ୍କୁ ଧନ୍ୟବାଦ ଦେଇଥିବା ବେଳେ ଟାରିଫ ପ୍ରସଙ୍ଗରେ କଂଗ୍ରେସ ପକ୍ଷରୁ ପାର୍ଲାମେଣ୍ଟର ମକର ଦ୍ବାରା ସାମ୍ନାରେ ବିରୋଧ କରାଯାଉଛି ।






More Stories
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ରବି ମିତ୍ତଲ…..
ରାମଲୀଲା ମୈଦାନରେ ଚାଷୀଙ୍କ ରଣହୁଙ୍କାର…..
ଇରାନ ଉପରେ ବଙ୍କର ବଷ୍ଟର ମାଡ଼ କଲା ଆମେରିକା…..