ରିପୋର୍ଟ କାର୍ଡ / ଭୁବନେଶ୍ୱର
କଂଗ୍ରେସ କର୍ମୀଙ୍କ ବିଧାନସଭା ଘେରାଉ ଘଟଣାରେ ୫ ହଜାରରୁ ଊଦ୍ଧର୍ବ କଂଗ୍ରେସ କର୍ମୀଙ୍କ ନାଁରେ ମାମଲା ରୁଜୁ ହୋଇଛି। ଏହି କ୍ରମରେ ପିସିସି ସଭାପତି ଭକ୍ତ ଦାସଙ୍କ ନାଁରେ ବି ମାମଲା ରୁଜୁ ହୋଇଥିବା ଜଣାପଡ଼ିଛି। ଏନେଇ କଂଗ୍ରେସର ଅନେକ ନେତା ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଛନ୍ତି। ମହିଳା କଂଗ୍ରେସ ନେତ୍ରୀ ଶ୍ରୀୟାସ୍ମିତା ପଣ୍ଡା ଆଗୁଆ ଜାମିନ ଆବେଦନ କରିଛନ୍ତି। କ୍ୟାପିଟଲ ଥାନାରେ ୧୨୮ ଓ ୧୩୦/୨୦୨୫ ରେ ଆଗୁଆ ଜାମିନ କରିଥିବା ବେଳେ ସନ୍ଧ୍ୟାରେ ଆଉ କିଛି ନେତା ଆଗୁଆ ଜାମିନ ଆବେଦନ କରିବେ ବୋଲି ଜଣାପଡ଼ିଛି।






More Stories
ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ବାଜିଲା ବିଗୁଲ୍…..
ବାଇକ୍ ଆରୋହୀଙ୍କ ଉପରେ ଚଢ଼ିଗଲା ଆମ ବସ୍…..
ବର୍ଷା ସହ ବିଜୁଳି-ଘଡ଼ଘଡ଼ି ସମ୍ଭାବନା……