ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଇଏଏସ୍ ମନୋଜ କୁମାର ପରିଡା ହେଲେ ନୂଆ ମୁଖ୍ୟ ସୂଚନା କମିଶନର। ଓଡ଼ିଶା ସରକାର ଆଜି ଅବସରପ୍ରାପ୍ତ ଆଇଏଏସ୍ ଅଧିକାରୀ ମନୋଜ କୁମାର ପରିଡ଼ାଙ୍କୁ ଓଡ଼ିଶା ସୂଚନା ଅଧିକାର (ଆରଟିଆଇ) ଆୟୋଗର ନୂତନ ମୁଖ୍ୟ ସୂଚନା ଆୟୁକ୍ତ ଭାବେ ନିଯୁକ୍ତ କରିଛନ୍ତି।ଅବସରପ୍ରାପ୍ତ ଆଇପିଏସ୍ ପ୍ରାଣବିନ୍ଦୁ ଆଚାର୍ଯ୍ୟ ,ହାଇକୋର୍ଟର ବରିଷ୍ଠ ଆଇନଜୀବୀ କଳ୍ପନା ପଟ୍ଟନାୟକ ଏବଂ ଅବସରପ୍ରାପ୍ତ ଆଇଏଏସ୍ ପବିତ୍ର ମଣ୍ଡଳ ସଦସ୍ୟ ହୋଇଛନ୍ତି।






More Stories
ବଦଳିବ ମିଶନ ଶକ୍ତି ଡ୍ରେସ୍ କୋଡ୍,ମିଳିବ ସ୍ମାର୍ଟ ଫୋନ୍…..
ଆସନ୍ତାକାଲି ସ୍କୁଲ୍ ଛୁଟି…..
ଜମ୍ମୁ କାଶ୍ମୀରରେ ଭୂକମ୍ପ…..