ରିପୋର୍ଟ କାର୍ଡ / ଭୁବନେଶ୍ବର
ରାଜ୍ୟ ସରକାର ଆଇଏଏସ୍ ସ୍ତରରେ ଅଦଳବଦଳ କରିଛନ୍ତି। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଧରମ ହାଂସଦା ଜଙ୍ଗଲ ପରିବେଶ ବିଭାଗର ଯୁଗ୍ମ ସଚିବ ଭାବେ ନିଯୁକ୍ତ ହୋଇଛନ୍ତି। ରୀନା ମହାପାତ୍ର ମତ୍ସ୍ୟ ଓ ପ୍ରାଣୀ ସଂପଦ ବିଭାଗର ଯୁଗ୍ମ ସଚିବ ନିଯୁକ୍ତ ହୋଇଛନ୍ତି।
More Stories
୨୪ ରେ ବାରବାଟୀ ଟି-୨୦……
ଦୁଇ ଦିନ ସରକାରୀ କାର୍ଯ୍ୟାଳୟ ବନ୍ଦ…..
ବଢ଼ିବନି ବିଧାୟକଙ୍କ ଦରମା !…..