ରିପୋର୍ଟ କାର୍ଡ / ଭୁବନେଶ୍ୱର
ବିଜେଡି ରାଜ୍ୟ କାର୍ଯ୍ୟକାରିଣୀରୁ କର୍ପୋରେଟର୍ ଅମରେଶ ଜେନାଙ୍କୁ ବାଦ୍ ଦିଆଯିବା ପରେ ଏନେଇ ତାଙ୍କ ସମର୍ଥକମାନେ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି।ଗତକାଲି ରାତିରେ ସେମାନେ ଖାରବେଳ ନଗରରେ ଥିବା ପୂର୍ବତନ ମନ୍ତ୍ରୀ ସଞ୍ଜୟ ଦାସବର୍ମାଙ୍କ ବାସଭବନରେ ପହଞ୍ଚି ହୋହଲ୍ଲା କରିଥିଲେ। ଏଥିଲାଗି ସେମାନେ ସଞ୍ଜୟ ଦାସବର୍ମାଙ୍କୁ ଦାୟୀ କରିଥିଲେ।






More Stories
ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ…..
ଫାଇଲ୍ ରିସିଭ୍ ହୋଇଛି, କୁଆଡ଼େ ଗଲା ଜାଣିନାହାନ୍ତି…..
ଛାତ୍ର ସଂସଦ ନିର୍ବାଚନ:ଖର୍ଚ୍ଚରେ ଲାଗିଲା କଟକଣା…..