ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଲୋକସେବା ଆୟୋଗ ଦ୍ୱାରା(ୟୁପିଏସସି) ପକ୍ଷରୁ ଆଜି ଭାରତୀୟ ପ୍ରଶାସନିକ ସେବା ପରୀକ୍ଷାର ଚୂଡ଼ାନ୍ତ ଫଳ ପ୍ରକାଶ ପାଇଛି। ମୋଟ୍ ୧୦୦୯ ଜଣ ପ୍ରାର୍ଥୀଙ୍କୁ ନିଯୁକ୍ତି ପାଇଁ ଚୟନ କରାଯାଇଛି। ଶକ୍ତି ଦୁବେ ଆଇଏଏସ୍-୨୦୨୪ର ଟପ୍ପର ହୋଇଛନ୍ତି। ସେହିପରି ଦ୍ଵିତୀୟ ସ୍ଥାନରେ ହର୍ଷିତା ଗୋୟଲ ଓ ତୃତୀୟରେ ରହିଛନ୍ତି ଡୋଙ୍ଗ୍ରେ ଅର୍ଚ୍ଚିତ ପରାଗ। ୪୮ତମ ସ୍ଥାନରେ ଓଡ଼ିଆ ଝିଅ ରୀତିକା ରଥ ରହିଛନ୍ତି।






More Stories
ଫର୍ମ-୬ରେ ପରିବର୍ତ୍ତନକୁ ମଞ୍ଜୁରୀ ନ ଥିଲା…..
ୟୁପି ରାଜ୍ୟସଭା ନିର୍ବାଚନ ପ୍ରାର୍ଥୀ ଘୋଷଣା କଲା ଭାଜପା…..
୬ଟି ଆସନରେ ଆଜି ଉପନିର୍ବାଚନ…..