ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ପହଲଗାମ୍ ଆତଙ୍କୀ ଆକ୍ରମଣ ଘଟଣାରେ ମୃତକଙ୍କ ପରିବାର ପାଇଁ ସହାୟତା ଘୋଷଣା କଲେ ଜମ୍ମୁକାଶ୍ମୀର ସରକାର । ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କାର ସହାୟତା ଘୋଷଣା କଲେ ଓମାର ଅବଦୁଲା ସରକାର । ତେବେ ପହଲଗାମ୍ ଆତଙ୍କୀ ହମଲାରେ ପ୍ରାଣ ହରାଇଥିଲା ବ୍ୟକ୍ତିଙ୍କ ପରିବାକୁ ୧୦ ଲକ୍ଷ, ଗୁରୁତରଙ୍କ ପାଇଁ ୨ ଲକ୍ଷ ଟଙ୍କା ଏବଂ ଆହତଙ୍କ ପାଇଁ ୧ ଲକ୍ଷ ଟଙ୍କାର ସହାୟତା ଘୋଷଣା କରାଯାଇଛି । ତେବେ ଆହତଙ୍କୁ ସମସ୍ତ ଚିକିତ୍ସା ଯୋଗାଇ ଦିଆଯାଇଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି ଏବଂ ମୃତକଙ୍କ ପରିବାର ମରଶରୀର ସହ କେମିତି ସେମାନଙ୍କ ଘରେ ପହଞ୍ଚିବେ ସେ ବ୍ୟବସ୍ଥା କରାଯାଇଛି ବୋଲି ସେ କହିଛନ୍ତି ।






More Stories
ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ…..
ନେପାଳର ପୂର୍ବତନ ପ୍ରଧାନମନ୍ତ୍ରୀ ଗିରଫ…..
କୌଣସି ଲକ୍ଡାଉନ୍ ହେବନି…..