ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଆଉ ନୂଆ ୨୦ NAC ଗଠନ ପାଇଁ ପ୍ରକ୍ରିୟା ତ୍ୱରିତ ହୋଇଛି। NAC ହେବା ପାଇଁ ଜିଲ୍ଲାଗୁଡ଼ିକରୁ ଆସିଛି ରିପୋର୍ଟ। ତେବେ ତର୍ଜମା ପାଇଁ ପଞ୍ଚାୟତିରାଜ ବିଭାଗକୁ ପଠାଇଛି ନଗର ଉନ୍ନୟନ ବିଭାଗ। ବିଭାଗର ତର୍ଜମା ପରେ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନରେ NAC ଗଠନ ହେବ। ଏନେଇ ସୂଚନା ଦେଇଛନ୍ତି ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ବର୍ତ୍ତମାନ ୧୭% ସହରାଞ୍ଚଳ ରହିଛି ଏହାକୁ ୩୦% ବୃଦ୍ଧି ପାଇଁ ଯୋଜନା ଚାଲିଥିବା ମନ୍ତ୍ରୀ କହିଛନ୍ତି।






More Stories
୨୮ ରେ ମିଳିବ ସୁଭଦ୍ରା ଟଙ୍କା…..
ଗାଡ଼ିକୁ ପରିମିଟ୍ ଫି’ ଛାଡ଼…..
ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ପରଲୋକ…..