ରିପୋର୍ଟ କାର୍ଡ / ଭୁବନେଶ୍ୱର
କେନ୍ଦ୍ରକୁ ଡେପୁଟେଶନରେ ଯିବେ ଆଉ ୨ ବରିଷ୍ଠ ଆଇପିଏସ୍ ଅଫିସର। ବିଏସ୍ଏଫ୍ ଆଇଜି ଭାବେ ଆଇପିଏସ୍ ରବିକାନ୍ତ ଡେପୁଟେଶନରେ ଯିବେ। ସେହିଭଳି ଆଇପିଏସ୍ ଅଫିସର ମିତ୍ରଭାନୁ ମହାପାତ୍ର ୫ ବର୍ଷ ଲାଗି ବିଏସ୍ଏଫ୍ ଡିଆଇଜି ଭାବେ ନିଯୁକ୍ତ ହେବେ। ଏନେଇ ଗୃହ ମନ୍ତ୍ରଣାଳୟ ପକ୍ଷରୁ ବିଧିବଦ୍ଧ ଭାବେ ନୋଟିସ ଜାରି ହୋଇଛି।

More Stories
୫ କଏଦୀ ଏଚଆଇଭି ପଜିଟିଭ ଚିହ୍ନଟ…..
ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ…..
ଓଡ଼ିଶା ଇଭି ପଲିସି ଅବଧି ବୃଦ୍ଧି…..