ରିପୋର୍ଟକାର୍ଡ / ଭୁବନେଶ୍ବର
ଆଜିଠୁ ଘରଘର ବୁଲି ସର୍ଭେ କରିଛନ୍ତି ଶିକ୍ଷକ | ଛାତ୍ରୀଛାତ୍ର ଅଧାରୁ ପାଠ ଛାଡ଼ିବା ନେଇ ସର୍ଭେ ଆରମ୍ଭ ହୋଇଛି। ଏହି ସର୍ଭେ ଆଜିଠାରୁ ୫ ତାରିଖ ପର୍ଯ୍ୟନ୍ତ ହେବ। ଘରକୁ ଘର ବୁଲି ସର୍ଭେ କରିବେ ଶିକ୍ଷକ, ଶିକ୍ଷୟିତ୍ରୀ। ଶୂନରୁ ୧୮ ବର୍ଷର ପିଲାଙ୍କ ତଥ୍ୟ ସଂଗ୍ରହ କରାଯିବ । ଅଧାରୁ ପାଠ ଛାଡ଼ିଥିବା ପିଲାଙ୍କୁ ଦିଆଯିବ ଅଧିକ ଗୁରୁତ୍ୱ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଚିଠି ଜାରି ହୋଇଛି।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..