ରିପୋର୍ଟକାର୍ଡ / ନୂଆଦିଲ୍ଲୀ
ଗୋଆର ଶ୍ରୀଗାଓଁରେ ଶ୍ରୀଲୈରାଇ ଯାତ୍ରା ଚାଲିଥିବାବେଳେ ଏଭଳି ଅଘଟଣ ଘଟିଛି। ଏଥିରେ ଘଟଣାସ୍ଥଳରେ ୭ ଜଣଙ୍କର ମୃତ୍ୟୁ ଘଟିଛି। ୩୦ରୁ ଅଧିକ ଗୁରୁତରଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ଅନେକ ଲୋକଙ୍କ ଅବସ୍ଥା ସଙ୍କଟାପର୍ଣ୍ଣ ଥିବା ଜଣାପଡିଛି। ଆଗକୁ ମୃତ୍ୟୁ ସଂଖ୍ୟା ବଢିବା ନେଇ ଆଶଙ୍କା କରାଯାଉଛି। ତେବେ ଏହି ଯାତ୍ରାରେ ହଜାର ହଜାର ଶ୍ରଦ୍ଧାଳୁ ସାମିଲ ହୋଇଥିଲେ।






More Stories
ଆଜି ସାରା ଦେଶରେ ଔଷଧ ଦୋକାନ ବନ୍ଦ…..
ଦେଶ ଏକ ବଡ଼ ‘ଆର୍ଥିକ ଝଡ଼’ର ସମ୍ମୁଖୀନ ହେବାକୁ ଯାଉଛି…..
୨୦ରେ ମିଳିବନି ଔଷଧ…..