ରିପୋର୍ଟକାର୍ଡ / ଭୁବନେଶ୍ୱର
ରାଜସ୍ବ ବିଭାଗ ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଭୁବନେଶ୍ୱରର ୨ ଅତିରିକ୍ତ ତହସିଲଦାରଙ୍କୁ ରାଜସ୍ବ ବିଭାଗ ନିଲମ୍ବିତ କରିଛି। ସେମାନେ ହେଲେ ଅତିରିକ୍ତ ତହସିଲଦାର ଗିତୁ ବେହେରା, ନାରାୟଣ ସେଠୀ। ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ପ୍ରକ୍ରିୟା ଲାଗି ଉଭୟଙ୍କୁ ନିଲମ୍ବିତ କରାଯାଇଥିବା ରାଜସ୍ବ ବିଭାଗ ପକ୍ଷରୁ କୁହାଯାଇଛି।
More Stories
ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ…..
ଫାଇଲ୍ ରିସିଭ୍ ହୋଇଛି, କୁଆଡ଼େ ଗଲା ଜାଣିନାହାନ୍ତି…..
ଛାତ୍ର ସଂସଦ ନିର୍ବାଚନ:ଖର୍ଚ୍ଚରେ ଲାଗିଲା କଟକଣା…..