ରିପୋର୍ଟକାର୍ଡ / ନୂଆଦିଲ୍ଲୀ
କ୍ଷେପଣାସ୍ତ୍ର ଆକ୍ରମଣ ପାଇଁ ଏୟାର ଇଣ୍ଡିଆ ବିମାନ ଗତିପଥ ବଦଳାଯାଇଛି। ଦିଲ୍ଲୀରୁ ତେଲ ଆଭିଭ ଯାଉଥିବା ବିମାନ ଅବୁ ଧାବି ଅଭିମୁଖେ ଯାଇଛି । ତେଲ ଆଭିଭ ନିକଟରେ କ୍ଷେପଣାସ୍ତ୍ର ଆକ୍ରମଣ ସୂଚନା ପାଇ ଅବୁ ଧାବି ଯାତ୍ରା କରିଥିବା ସୂଚନା ମିଳିଛି। ତେଲ ଆଭିଭରେ ଅବତରଣ କରିବାର ଘଣ୍ଟାଏ ପୂର୍ବରୁ କ୍ଷେପଣାସ୍ତ୍ର ଆକ୍ରମଣ ଆଶଙ୍କାରେ ଏୟାର ଇଣ୍ଡିଆ ବିମାନ ଆବି ଧାବୁ ଗଲା। ମେ’ ୬ ଯାଏଁ ତେଲ ଆଭିଭରୁ ଦିଲ୍ଲୀ ଫେରିବାକୁ ଥିବା ବିମାନର ଉଡ଼ାଣ ବାତିଲ କରାଯାଇଥିବା ଜଣାପଡ଼ିଛି।






More Stories
ଶରିଫ ଉସମାନଙ୍କ ହତ୍ୟା ପଛରେ ୟୁନୁସଙ୍କ ହାତ ଅଭିଯୋଗ……
ବଳାତ୍କାରୀଙ୍କୁ ଜାମିନ,ପୀଡ଼ିତାଙ୍କ ସହ ଅପରାଧୀ ଭଳି ବ୍ୟବହାର…..
ସାନ୍ତାଳୀ ଭାଷାରେ ସମ୍ବିଧାନ ପ୍ରକାଶ…..