ରିପୋର୍ଟକାର୍ଡ / ନୂଆଦିଲ୍ଲୀ
ଦୀଘା ଜଗନ୍ନାଥ ଧାମ ନାମ ବିବାଦ ପ୍ରସଙ୍ଗରେ ଜ୍ୟୋର୍ତିମଠ ଶଙ୍କରାଚାର୍ଯ୍ୟ ଅଭିମୁକ୍ତେଶ୍ୱରନନ୍ଦ ସରସ୍ୱତୀ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ଦୀଘା ଜଗନ୍ନାଥ ମନ୍ଦିର ପାଇଁ ଧାମ ଶଦ୍ଦ ବ୍ୟବହାର କରାଯିବା ଉଚିତ ନୁହେଁ । ପ୍ରଭୁ ଜଗନ୍ନାଥଙ୍କର କେବଳ ଗୋଟିଏ ଧାମ, ତାହା ପୁରୀ । ଏକ ଧାମ କେବଳ ଗୋଟିଏ ସ୍ଥାନରେ ରହିପାରିବ । ଦୀଘା ମନ୍ଦିରକୁ ଧାମ କହିବା ଠିକ୍ ନୁହେଁ । ମଙ୍ଗଳବାର ସକାଳୁ ଦୀଘା ଜଗନ୍ନାଥ ମନ୍ଦିରରେ ସ୍ଥାୟୀ ଜଗନ୍ନାଥ ଧାମ ହୋର୍ଡିଂ ଲଗାଯାଇଥିବା ଦେଖିବାକୁ ମିଳିଛି ।






More Stories
୫ କଏଦୀ ଏଚଆଇଭି ପଜିଟିଭ ଚିହ୍ନଟ…..
ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ…..
ଓଡ଼ିଶା ଇଭି ପଲିସି ଅବଧି ବୃଦ୍ଧି…..