ରିପୋର୍ଟକାର୍ଡ / ଭୁବନେଶ୍ବର
ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଦୁର୍ଦ୍ଧର୍ଷ ପାଇଲଟ ବିଜୁ ପଟ୍ଟନାୟକଙ୍କୁ ସମ୍ମାନିତ କରିବେ ଋଷ ସରକାର। ଦ୍ବିତୀୟ ବିଶ୍ବଯୁଦ୍ଧର ୮୦ ବର୍ଷ ପୂର୍ତ୍ତି ଅବସରରେ ଚଳିତ ମାସ ୭ ତାରିଖରେ ନୂଆଦିଲ୍ଲୀସ୍ଥିତ ଋଷ ଦୂତାବାସରେ ସ୍ବର୍ଗତ ପଟ୍ଟନାୟକଙ୍କ ନାମଫଳକ ଉନ୍ମୋଚନ ହେବା ସହ ପଦକ ପ୍ରଦାନ କରାଯାଇଛି।

ଏହି ଉତ୍ସବରେ ଯୋଗଦେବା ଲାଗି ଋଷ ସରକାରଙ୍କ ତରଫରୁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କରାଯାଥିଲା। ଏହି ଅବସରରେ ସ୍ବର୍ଗତ ପଟ୍ଟନାୟକଙ୍କ ସମେତ ଦ୍ବିତୀୟ ବିଶ୍ବଯୁଦ୍ଧରେ ସାମିଲ ହୋଇଥିବା ଅନ୍ୟ ବ୍ୟକ୍ତିବିଶେଷଙ୍କୁ ମଧ୍ୟ ସମ୍ମାନିତ କରାଯାଇଛି। କାର୍ଯ୍ୟକ୍ରମରେ ଋଷ ରାଷ୍ଟ୍ରଦୂତ ଡେନିସ୍ ଅଲିପୋଭ୍ ଏବଂ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ରହିଥିଲେ।






More Stories
ବିଜେପି ତାଲିକାରେ ଆପ୍ର ୭ ସାଂସଦ…..
ଜନଗଣନା କର୍ମଚାରୀଙ୍କ ସୁରକ୍ଷା ପାଇଁ ଏସ୍ଓପି…..
ରାଜ୍ୟ ସରକାରଙ୍କୁ ଜୋରିମାନା…..