ରିପୋର୍ଟକାର୍ଡ / ଛତିଶଗଡ
ଛତିଶଗଡ ସୁକୁମାରେ ଆଇଇଡି ବିସ୍ଫୋରଣରେ ୩ ଜଣ ଯବାନ ଶହୀଦ୍ ହୋଇଥିବା ଖବର ଗୁରୁବାର ସାମ୍ନାକୁ ଆସିଛି। ତଲାସି ଅଭିଯାନ ସମୟରେ ଆଇଇଡି ବିସ୍ଫୋରଣରେ ଯବାନ ଶହୀଦ୍ ହୋଇଛନ୍ତି । ଛତିଶଗଡ-ତେଲେଙ୍ଗାନା ମୁଲୁଗୁ ଜିଲ୍ଲାରେ ମାଓବାଦୀ-ଯବାନ ମୁହାଁମୁହିଁ ହୋଇଛନ୍ତି । ପେରୁରୁ ଏବଂ ୱାଜେଡୁ ଥାନା ଅଞ୍ଚଳରେ ଗୁଳି ବିନିମୟ ଚାଲୁ ରହିଛି।
More Stories
ତେଲିଆ ଖାଦ୍ୟକୁ ‘ନା’, ସୁସ୍ଥ ଖାଦ୍ୟକୁ ‘ହଁ’……
ସେତୁ ବନ୍ଧନ ଯୋଜନାରେ ହେବ ୩,୧୬୭ଟି ସେତୁ…..
ବିଜୁଳି-ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା…..