ରିପୋର୍ଟକାର୍ଡ / ନୂଆଦିଲ୍ଲୀ
ଭାରତ-ପାକିସ୍ତାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନାକୁ ଦୃଷ୍ଟିରେ ରଖି ଉତ୍ତରାଖଣ୍ଡ ସରକାର ରାଜ୍ୟର ସମସ୍ତ ହସ୍ପିଟାଲକୁ ହାଇଆଲର୍ଟ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏପରିକି ହସ୍ପିଟାଲ ଗୁଡ଼ିକରେ ଡାକ୍ତର ଏବଂ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ନିର୍ଦ୍ଦେଶ ପରେ, ଉତ୍ତରାଖଣ୍ଡ ସ୍ବାସ୍ଥ୍ୟ ସଚିବ ଡକ୍ଟର ଆର୍ ରାଜେଶ କୁମାର ଆବଶ୍ୟକୀୟ ନିର୍ଦ୍ଦେଶାବଳୀ ଜାରି କରିଛନ୍ତି। ଏପରିକି ହସ୍ପିଟାଲରେ ୧୨୦୦୦ ହଜାର ବେଡ ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏପରିକି ହସ୍ପିଟାଲରେ ICU ଏବଂ ଭେଣ୍ଟିଲେଟର ପ୍ରସ୍ତୁତ ରଖିବାକୁ ରାଜ୍ୟକୁ ନିର୍ଦ୍ଦେଶ ଦେଇଛନ୍ତି।






More Stories
ୟୁପି ରାଜ୍ୟସଭା ନିର୍ବାଚନ ପ୍ରାର୍ଥୀ ଘୋଷଣା କଲା ଭାଜପା…..
୬ଟି ଆସନରେ ଆଜି ଉପନିର୍ବାଚନ…..
ନୋବଲ୍ ପୁରସ୍କାର ପାଇଁ ୩ ବୈଜ୍ଞାନିକ ମନୋନୀତ…..