ରିପୋର୍ଟକାର୍ଡ / ପାରାଦୀପ
ଭାରତ-ପାକ୍ ଉତ୍ତେଜନାକୁ ଦୃଷ୍ଟିରେ ରଖି ପାରାଦୀପ ବନ୍ଦର ସୁରକ୍ଷା ଶୁକ୍ରବାର ବୃଦ୍ଧି କରାଯାଇଛି । ପାରାଦୀପ ବନ୍ଦର ସୁରକ୍ଷା ସ୍ତର ୨କୁ ବୃଦ୍ଧି କରାଗଲା । ସୁରକ୍ଷା ସ୍ତର ବୃଦ୍ଧି ସହ ସମସ୍ତ ଜାହାଜ ଉପରେ ରଖାଯାଇଛି କଡା ନଜର । ସୁରକ୍ଷାକର୍ମୀଙ୍କ ସଂଖ୍ୟା ବୃଦ୍ଧି କରାଯିବା ସହ ପାଟ୍ରୋଲିଂ ବ୍ୟବସ୍ଥା ମଧ୍ୟ କଡାକଡି କରାଯାଇଛି । ସେପଟେ ସବୁ ଏଟିଏମ୍ ସହ ଡିଜିଟାଲ ସେବା ସ୍ୱାଭାବିକ ଚାଲୁଛି ବୋଲି ଏସବିଆଇ ପକ୍ଷରୁ ସୂଚନା ମିଳିଛି । କୌଣସି ଗୁଜବକୁ ବିଶ୍ୱାସ ନକରିବାକୁ ଏସବିଆଇ ପରାମର୍ଶ ଦେଇଛି ।
More Stories
ଇସ୍ରାଏଲ ଆକ୍ରମଣରେ ହିଜବୁଲ୍ଲା କମାଣ୍ଡର ଅଲି ଜାମୋଲ ନିପାତ…..
ନିଜକୁ ସାମ୍ବାଦିକା କହି ଭାରତର ରୁ ତଥ୍ୟ ସଂଗ୍ରହ କରୁଥିଲେ…..
କୁବେର ମୁଖ୍ୟଯନ୍ତ୍ରୀ ଗିରଫ…..