ରିପୋର୍ଟ କାର୍ଡ / ଭୁବନେଶ୍ବର
ଭୁବନେଶ୍ୱର ଓ କଟକରେ କାଳବୈଶାଖୀ ସମ୍ଭାବନା ରହିଛି । ବିଜୁଳି ଘଡଘଡି ସହ ବର୍ଷା ପବନ ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଟ୍ୱିନ୍ ସିଟି ସହ ରାଜ୍ୟର ୧୧ ଜିଲ୍ଲା ଗଞ୍ଜାମ, ଗଜପତି, ଖୋର୍ଦ୍ଧା, ନୟାଗଡ, କଟକ, ଯାଜପୁର, ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, କୋରାପୁଟ, ରାୟଗଡାରେ କାଳବୈଶାଖୀ ସମ୍ଭାବନା ରହିଛି ।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..