ରିପୋର୍ଟ କାର୍ଡ / ଯାଜପୁର
ଧର୍ମଶାଳା ବ୍ଲକ ଅତିରିକ୍ତ ବ୍ଲକ ଉନ୍ନୟନ ଅଧିକାରୀ(ଏବିଡିଓ) ଅସିତ ପାତ୍ର ଗିରଫ ହୋଇଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ତାଙ୍କୁ ଗିରଫ କରିଛି। ଗୁରୁବାର ଅସିତ ପାତ୍ରଙ୍କ ଘରେ ଚଢ଼ାଉ କରିଥିଲା ଭିଜିଲାନ୍ସ। ଏହି ଚଢାଉ ବେଳେ ୩ଟି ବହୁତଳ କୋଠା, କଟକରେ ଫ୍ଲାଟ ସମେତ ସପିଂ କମ୍ପ୍ଲେକ୍ସ, ୫ ଦାମୀ ପ୍ଲଟ, ୭୦୦ ଗ୍ରାମ ସୁନା ଅଳଙ୍କାର ଆଦି ମିଳିଥିଲା। ସେହିପରି ବ୍ୟାଙ୍କ ଜମା ୬୫ ଲକ୍ଷ, ନଗଦ ୧ ଲକ୍ଷ ୮୫ ଲକ୍ଷ ଠାବ ହୋଇଥିଲା।






More Stories
ଭୁବନେଶ୍ୱର କୋର୍ଟକୁ ବୋମା ଧମକ…..
ଝଡ଼ବର୍ଷା ସମ୍ଭାବନା !ୟେଲୋ ଓ୍ବାର୍ନିଂ ଜାରି…..
ଜଳବାୟୁ ପରିବର୍ତ୍ତନ ରୋକିବାକୁ ବୃକ୍ଷରୋପଣ ହିଁ ଏକମାତ୍ର ସମାଧାନ…..