ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଜାଭେଲିନ ଥ୍ରୋରେ ଇତିହାସ ରଚିଲେ ନୀରଜ ଚୋପ୍ରା। ଦୋହା ଡାଇମଣ୍ଡ ଲିଗରେ ନୀରଜ ଚୋପ୍ରା ରେକର୍ଡ ସୃଷ୍ଟି କରିଛନ୍ତି। ନୀରଜ ଚୋପ୍ରା ୯୦.୨୩ ମିଟର ଦୂରକୁ ଜାଭେଲିନ ଫିଙ୍ଗି ନୂଆ ରେକର୍ଡ କରିଛନ୍ତି। ଦୋହାରେ ଜାଭେଲିନ୍ ଫାଇନାଲ୍ ସମୟରେ ନୀରଜଙ୍କ ତୃତୀୟ ପ୍ରୟାସ ସମୟରେ ଆସିଥିବା ୯୦.୨୩ ମିଟର ବାଧା ମଧ୍ୟ ଏବେ ଭାରତର ଜାତୀୟ ରେକର୍ଡ ବୋଲି ଜଣାପଡ଼ିଛି।






More Stories
ହକି ଇଣ୍ଡିଆ ଡିଜିଙ୍କୁ ଜବାବ ମାଗିଲେ ଦିଲୀପ…..
ସ୍ବର୍ଣ୍ଣ ଜିତିଲେ ମୀରାବାଈ ଚାନୁ…..
ଏଫ୍ଆଇଏଚ୍ ପୁରୁଷ ହକି ବିଶ୍ବକପ ପାଇଁ ଭାରତୀୟ ଦଳ ଘୋଷିତ…..