ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଆମେରିକାର ପୂର୍ବତନ ରାଷ୍ଟ୍ରପତି ଜୋ-ବାଇଡେନ୍ ଙ୍କୁ କ୍ୟାନ୍ସର ହୋଇଥିବା ସୂଚନା ମିଳିଛି। ତାଙ୍କର ପରିସ୍ରା ପରୀକ୍ଷା କରାଯିବା ପରେ ତାଙ୍କୁ କ୍ୟାନ୍ସର ହୋଇଛି ବୋଲି ଜଣାପଡିଛି। ପ୍ରୋଷ୍ଟେଟ୍ କ୍ୟାନ୍ସରରେ ବାଇଡେନ୍ ପୀଡିତ ଅଛନ୍ତି। ମାରାତ୍ମକ କ୍ୟାନ୍ସର ବାଇଡେନଙ୍କ ହାଡକୁ ମଧ୍ୟ ବ୍ୟାପୀଯାଇଥିବା ଅନୁମାନ କରାଯାଉଛି।
More Stories
ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ…..
ନେପାଳର ପୂର୍ବତନ ପ୍ରଧାନମନ୍ତ୍ରୀ ଗିରଫ…..
କୌଣସି ଲକ୍ଡାଉନ୍ ହେବନି…..