ରିପୋର୍ଟ କାର୍ଡ / ଭୁବନେଶ୍ୱର
ପିଏମ୍ ଅର୍ଥନୈତିକ ପରାମର୍ଶଦାତା ପରିଷଦର ୨ ଜଣିଆ ଟିମ୍ ୪ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ୨ ଜଣିଆ କେନ୍ଦ୍ରୀୟ ଟିମ୍ ମଙ୍ଗଳବାରଠାରୁ ୨୩ ତାରିଖ ଯାଏ କେନ୍ଦୁଝର ଜିଲା ଗସ୍ତରେ ଯିବେ। କେନ୍ଦ୍ରୀୟ ଟିମ୍ କେନ୍ଦୁଝର ଜିଲା ଖଣିଜ ପାଣ୍ଠି ଉପରେ ସମୀକ୍ଷା କରିବେ। ଏପରିକି କେନ୍ଦୁଝରରେ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି।






More Stories
୯୫ ଆସନରେ ଲଢ଼ିବ କଂଗ୍ରେସ…..
ପଖାଳ ଦିବସ…..
ନବୀନଙ୍କ ନିର୍ଦ୍ଦେଶରେ ଭୋଟ୍ ଦେଇଛି…..