ରିପୋର୍ଟ କାର୍ଡ / ଭୁବନେଶ୍ୱର
ଚଳିତବର୍ଷ ରାଜ୍ୟରେ ଅନୁଷ୍ଠିତ ହେବ କଲେଜ ନିର୍ବାଚନ। ଏନେଇ ଉଚ୍ଚ ଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କଲେଜ ନିର୍ବାଚନ ନେଇ ସରକାର ଚିନ୍ତା କରୁଛନ୍ତି। କଲେଜ ନିର୍ବାଚନ ପାଇଁ ଦୁର୍ଗାପୂଜା ପୂର୍ବରୁ ପାଠ୍ୟକ୍ରମ ସାରିବାକୁ ପଡ଼ିବ। ଏନେଇ ମୁଖ୍ୟମନ୍ତ୍ରୀ ମଧ୍ୟ ପୂର୍ବରୁ କହିସାରିଛନ୍ତି। କଲେଜ ଇଲେକ୍ସନ ପାଇଁ ଆମର ବି ଆଗ୍ରହ ଅଛି ବୋଲି କହିଛନ୍ତି ମନ୍ତ୍ରୀ।






More Stories
ରାଜା ଚକ୍ର ସମେତ ୧୧ ଅଭିଯୁକ୍ତଙ୍କ ନାଁରେ ଇଡି ଚାର୍ଜସିଟ୍…..
ରାଜ୍ୟ କ୍ୟାବିନେଟ ବୈଠକରେ ୧୦ ପ୍ରସ୍ତାବକୁ ଅନୁମୋଦନ……
ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ହେଲେ ଅନୁ ଗର୍ଗ……