ରିପୋର୍ଟ କାର୍ଡ / ପୁରୀ
ପୁରୀ ଶ୍ରୀମନ୍ଦିରରେ ଆଣ୍ଟିଡ୍ରୋନ୍ ସିଷ୍ଟମ୍ ଲାଗିବ | ଏନେଇ ବିଚାର କରାଯାଉଥିବା କହିଛନ୍ତି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଆଣ୍ଟିଡ୍ରୋନ୍ ଟେକ୍ନୋଲୋଜି ଲଗାଯିବା ନେଇ ପୋଲିସ ବିଭାଗ ସହ ଆଲୋଚନା କରିଛି ଆଇନ ବିଭାଗ । ଏହି ସିଷ୍ଟମ୍ ଲାଗିବା ଦ୍ୱାରା ଶ୍ରୀମନ୍ଦିର ଉପରେ କିମ୍ବା ଚାରିପାଶ୍ୱର୍ରେ କେଉଁଠି ବି ଡ୍ରୋନ୍ ଉଡିବା ମାତ୍ରେ ଏହାକୁ ଖସାଇ ଦିଆଯାଇ ପାରିବ । ଏଥିାପଇଁ ଆବଶ୍ୟକ ପଡିଲେ ଶ୍ରୀମନ୍ଦିର ପ୍ରଶାସନ ଅର୍ଥ ଦେବ ବୋଲି ମନ୍ତ୍ରୀ କହିଛନ୍ତି ।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..