ରିପୋର୍ଟ କାର୍ଡ / ଭୁବନେଶ୍ୱର
ଶୁକ୍ରବାର କମିଛି ସୁନା ଦର । ୨୪ କ୍ୟାରେଟ୍ ୧୦ ଗ୍ରାମ୍ ସୁନା ଦାମ୍ ୯୭,୫୩୦ ଟଙ୍କା ରହିଛି । ଗତକାଲି ଏହା ୯୭,୯୧୦ ଥିଲା । ଏଥିରେ ୩୮୦ ଟଙ୍କା ହ୍ରାସ ହୋଇଛି । ୨୨ କ୍ୟାରେଟ୍ ସୁନା ଦାମ୍ ୧୦ ଗ୍ରାମ୍କୁ ୮୯,୪୦୦ ଟଙ୍କା ରହିଛି । ଗତକାଲି ଏହା ୮୯, ୭୫୦ ଟଙ୍କା ଥିଲା । ଏଥିରେ ୩୫୦ ଟଙ୍କା ହ୍ରାସ ହୋଇଛି । ୧୮ କ୍ୟାରେଟ୍ ସୁନା ଦାମ୍ ୧୦ ଗ୍ରାମ୍କୁ ୭୩,୧୫୦ ଟଙ୍କା ରହିଛି । ଗତକାଲି ଏହା ୭୩,୪୪୦ ଟଙ୍କା ଥିଲା । ଏଥିରେ ୨୯୦ ଟଙ୍କା ହ୍ରାସ ହୋଇଛି । ସେହିପରି ରୁପା ଦାମ୍ ମଧ୍ୟ କମିଛି । ୧୦୦ ଗ୍ରାମ୍ ରୁପା ଦାମ୍ ୧୧,୧୦୦ ରହିଛି । ଗତକାଲି ୧୧,୨୦୦ ଥିଲା । ଏଥିରେ ୧୦୦ ଟଙ୍କା ହ୍ରାସ ହୋଇଛି ।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..