ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ପାକିସ୍ତାନ ସୀମାବର୍ତ୍ତୀ ରାଜ୍ୟଗୁଡିକରେ ଆସନ୍ତାକାଲି ପୁଣି ଥରେ ମକ୍ ଡ୍ରିଲ୍ କରାଯିବ । ଗୁଜରାଟ, ପଞ୍ଜାବ, ରାଜସ୍ଥାନ, ଜମ୍ମୁ-କାଶ୍ମୀରରେ ହେବ ମକ୍ ଡ୍ରିଲ୍ । ଏନେଇ ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି । ଏହି ସମୟ ମଧ୍ୟରେ ପ୍ରଶାସନ ଲୋକଙ୍କୁ ସକର୍ତ ରହିବାକୁ ପରାମର୍ଶ ଦେବ ।
More Stories
ବିକଶିତ ଭାରତ ପାଇଁ Gen-Zଙ୍କ ସହଯୋଗ ଏବଂ ସମର୍ଥନ ଆବଶ୍ୟକ…..
ଆସନ୍ତାକାଲି ବିଭିନ୍ନ ପ୍ରକଳ୍ପ ଲୋକାର୍ପଣ କରିବେ ମୋଦୀ…..
ଓଲଟିଲା ଟ୍ରକ୍;ଆଖି ବୁଜିଲେ ୧୨ ଯାତ୍ରୀ…..