ରିପୋର୍ଟ କାର୍ଡ / ନୂଆଦିଲ୍ଲୀ/ଭୁବନେଶ୍ୱର
ସିକ୍କିମର ତିସ୍ତା ନଦୀରେ ପର୍ଯ୍ୟଟକ ବସ୍ ଖସି ପଡିଛି | ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୯ଜଣ ନିଖୋଜ ଅଛନ୍ତି । ସେମାନଙ୍କ ମଧ୍ୟରେ ଓଡିଶାରୁ ଜଣେ ବିଜେପି ନେତ୍ରୀ ନିଖୋଜ ଥିବା ଜଣାପଡିଛି । ଯାଜପୁର ରୋଡ ଅଞ୍ଚଳର ବିଜେପି ନେତ୍ରୀ ଇତିଶ୍ରୀ ଜେନା ପରିବାର ସହ ସିକ୍କିମ ବୁଲିବାକୁ ଯାଇଥିବା ବେଳେ ଦୁର୍ଘଟଣାର ଶୀକାର ହୋଇ ନିଖୋଜ ଅଛନ୍ତି । ଦୁର୍ଘଟଣାର ଶିକାର ହୋଇଥିବା ଓଡ଼ିଶାର ଯାତ୍ରୀଙ୍କୁ ଉଦ୍ଧାର ପାଇଁ ଏକ ସ୍ୱତନ୍ତ୍ର ଟିମ୍ ଯିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।






More Stories
ଇଣ୍ଡୋନେସିଆରେ ବିଜୁବାବୁଙ୍କୁ ମୋଦୀଙ୍କ ପ୍ରଶଂସା…..
ରନ୍ଓ୍ବେରେ ୨ ବିମାନ ମୁହାଁମୁହିଁ…..
ବଳାତ୍କାର ପରେ ହତ୍ୟା ମାମଲା: ଅଭିଯୁକ୍ତ ଏନକାଉଣ୍ଟରରେ ନିହତ…..