ରିପୋର୍ଟ କାର୍ଡ / କଟକ
କଟକରେ ଜଣେ କୋଭିଡ୍ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗତକାଲି ସ୍ଵାବ ପରୀକ୍ଷା ପାଇଁ ଭୁବନେଶ୍ଵର ପଠାଯାଇଥିଲା । ରିପୋର୍ଟ ପଜିଟିଭ ଆସିବା ପରେ ଘରୋଇ ହସ୍ପିଟାଲରେ ସେ ଚିକିତ୍ସିତ ହେଉଛନ୍ତି । ପୁରୁଷ ସଂକ୍ରମିତ ରୋଗୀଙ୍କ ସ୍ଵାସ୍ଥ୍ୟବସ୍ଥା ଭଲ ରହିଥିବା କହିଛନ୍ତି କଟକ ସିଡିଏମଓ । ଓଡ଼ିଶାରେ କୋଭିଡ ପଜିଟିଭଙ୍କ ସଂଖ୍ୟା ୬ ରେ ପହଞ୍ଚିଛି । ଭୁବନେଶ୍ବରରୁ ୪ ଓ ଖୋର୍ଦ୍ଧାରୁ ଜଣେ ଏବଂ କଟକରୁ ଜଣେ ସଂକ୍ରମିତ ଚିହ୍ନଟ। ଏମାନଙ୍କ ମଧ୍ୟରେ ୪ ପୁରୁଷ ଓ ଜଣେ ମହିଳା କରୋନା ସଂକ୍ରମିତ ଅଛନ୍ତି।






More Stories
ତେଲିଆ ଖାଦ୍ୟକୁ ‘ନା’, ସୁସ୍ଥ ଖାଦ୍ୟକୁ ‘ହଁ’……
ସେତୁ ବନ୍ଧନ ଯୋଜନାରେ ହେବ ୩,୧୬୭ଟି ସେତୁ…..
ବିଜୁଳି-ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା…..