ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ନିଟ୍-ପିଜି ପରୀକ୍ଷାକୁ ନେଇ ଶୁକ୍ରବାର ସର୍ବୋଚ୍ଚନ୍ୟାୟାଳୟ ବଡ ନିଷ୍ପତ୍ତି ନେଇଛନ୍ତି। ଗୋଟିଏ ସିଟିଂରେ ହେବ ନିଟ୍-ପିଜି ପରୀକ୍ଷା । ମାମଲାର ଶୁଣାଣି କରି ଏନବିଟିକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ୨ଟି ସିଟିଂରେ ପରୀକ୍ଷା କରିବାକୁ ଏନବିଟିର ଆବେଦନକୁ ପ୍ରତ୍ୟାଖ୍ୟାନ କରାଯାଇଛି । ୨ଟି ସିଟିଂରେ ପରୀକ୍ଷାକୁ ଭୁଲ୍ ଦର୍ଶାଇଛନ୍ତି ସୁପ୍ରିମକୋର୍ଟ । ଛାତ୍ରଛାତ୍ରୀଙ୍କୁ ସମାନ ପରିବେଶର ସୁଯୋଗ ମିଳିବା ଉଚିତ୍ ବୋଲି କହିଛନ୍ତି । ପୂର୍ବ ନିର୍ଦ୍ଧାରିତ ଜୁନ୍ ୧୫ ତାରିଖରେ ହେବ ନିଟ୍-ପିଜି ପରୀକ୍ଷା।






More Stories
ବିକଶିତ ଭାରତ ପାଇଁ Gen-Zଙ୍କ ସହଯୋଗ ଏବଂ ସମର୍ଥନ ଆବଶ୍ୟକ…..
ଆସନ୍ତାକାଲି ବିଭିନ୍ନ ପ୍ରକଳ୍ପ ଲୋକାର୍ପଣ କରିବେ ମୋଦୀ…..
ଓଲଟିଲା ଟ୍ରକ୍;ଆଖି ବୁଜିଲେ ୧୨ ଯାତ୍ରୀ…..