ରିପୋର୍ଟ କାର୍ଡ / ନୟାଗଡ଼
ଘର ଭିତରୁ ଫରେଷ୍ଟରଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର ହୋଇଛି । ବାରମାସୀ ଦଣ୍ଡା ସ୍ଥିତ ଘରୁ ପଞ୍ଚରିଡା ଫରେଷ୍ଟର ଶିଶିର ସାହୁଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର କରିଛି ପୋଲିସ । ନିଆଁରେ ପୋଡିହୋଇ ତାଙ୍କ ପତ୍ନୀ ମଧ୍ୟ ଆହତ ହୋଇଛନ୍ତି । ତେବେ ଏହା ହତ୍ୟା କିମ୍ବା ଆତ୍ମହତ୍ୟା ତାହା ସ୍ପଷ୍ଟ ହୋଇନି । ଘଟଣାର ଛାନଭିନ କରୁଛି ପୋଲିସ ।
More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..