ରିପୋର୍ଟ କାର୍ଡ / ଭୁବନେଶ୍ୱର
ସ୍ନାତକ ପାଠ୍ୟକ୍ରମରେ ନାମଲେଖା ଆବେଦନ ଅବଧି ପୁଣି ବୃଦ୍ଧି ହୋଇଛି। ଛାତ୍ରଛାତ୍ରୀ ଜୁନ୍ ଜୁନ୍ ୪ ତାରିଖ ରାତି ୧୧ଟା ୪୩ ପର୍ଯ୍ୟନ୍ତ ସାମ୍ସ ପୋର୍ଟାଲ୍ରେ ଅନ୍ଲାଇନ୍ରେ କମନ୍ ଆପ୍ଲିକେସନ୍ ଫର୍ମ (ସିଏଏଫ୍) ପୂରଣ କରିପାରିବେ। ଏହି ସମୟ ଅବଧି ମଧ୍ୟରେ ପୂର୍ବରୁ ସିଏଏଫ୍ ଦାଖଲ କରିଥିବା ଛାତ୍ରଛାତ୍ରୀ ସେମାନଙ୍କ ଫର୍ମରେ ଆବଶ୍ୟକ ସଂଶୋଧନ କିମ୍ବା ଯୁକ୍ତ୨ ମାର୍କ ଅପ୍ଲୋଡ୍ କରିପାରିବେ। ପ୍ରଥମ, ଦ୍ବିତୀୟ, ତୃତୀୟ ପର୍ଯ୍ୟାୟ ପ୍ରୋଭିଜନାଲ୍ ତାଲିକା ଓ ୱେଟିଂ ଲିଷ୍ଟ ଛାତ୍ରଛାତ୍ରୀଙ୍କ ନାମଲେଖା ତାରିଖ, କ୍ଲାସ ସମ୍ପର୍କରେ ପରବର୍ତ୍ତୀ ସମୟରେ ବିଜ୍ଞପ୍ତି ପ୍ରକାଶ ପାଇବ ବୋଲି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ କୁହାଯାଇଛି। ସ୍ନାତକ ପାଠ୍ୟକ୍ରମରେ ନାମଲେଖା ଆବେଦନ ଅବଧି ପୁଣି ବୃଦ୍ଧି ହୋଇଛି। ଛାତ୍ରଛାତ୍ରୀ ଜୁନ୍ ଜୁନ୍ ୪ ତାରିଖ ରାତି ୧୧ଟା ୪୩ ପର୍ଯ୍ୟନ୍ତ ସାମ୍ସ ପୋର୍ଟାଲ୍ରେ ଅନ୍ଲାଇନ୍ରେ କମନ୍ ଆପ୍ଲିକେସନ୍ ଫର୍ମ (ସିଏଏଫ୍) ପୂରଣ କରିପାରିବେ। ଏହି ସମୟ ଅବଧି ମଧ୍ୟରେ ପୂର୍ବରୁ ସିଏଏଫ୍ ଦାଖଲ କରିଥିବା ଛାତ୍ରଛାତ୍ରୀ ସେମାନଙ୍କ ଫର୍ମରେ ଆବଶ୍ୟକ ସଂଶୋଧନ କିମ୍ବା ଯୁକ୍ତ୨ ମାର୍କ ଅପ୍ଲୋଡ୍ କରିପାରିବେ।






More Stories
ସୃଷ୍ଟି ହେଲା ଘୂର୍ଣ୍ଣିବଳୟ,ବାତ୍ୟା ଆଶଙ୍କା…..
ପିଲାଙ୍କୁ ମିଳିବ ୟୁନିଫର୍ମ…..
ବସ୍ତି ବାସିନ୍ଦାଙ୍କୁ ମିଳିବ ଘର…..