ରିପୋର୍ଟ କାର୍ଡ / ଭୁବନେଶ୍ୱର
ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପୁଣି ଏକ କଡ଼ା ଆକ୍ସନ ନେଇଛନ୍ତି। ଢେଙ୍କାନାଳ ସଦର ବ୍ଲକର ପୂର୍ବତନ ବ୍ଲକ ସଭାପତି ବିଭୂ ପ୍ରସାଦ ଦେହୁରୀଙ୍କୁ ଦଳରୁ ନିଲମ୍ବନ କରିଛନ୍ତି ସୁପ୍ରିମୋ। ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଭୂଙ୍କୁ ଦଳରୁ ନିଲମ୍ବନ କରାଯାଇଥିବା ସୂଚନାରୁ ପ୍ରକାଶ।
More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..