ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
କଂଗ୍ରେସ ସଂସଦୀୟ ଦଳ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ପେଟ ଜନିତ ସମସ୍ୟା ଯୋଗୁଁ ଦିଲ୍ଲୀର ସାର୍ ଗଙ୍ଗା ରାମ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ରିପୋର୍ଟ ମୁତାବକ ସେ ବର୍ତ୍ତମାନ ଗ୍ୟାଷ୍ଟ୍ରୋଏଣ୍ଟେରୋଲୋଜି ବିଭାଗରେ ଭର୍ତ୍ତି ହୋଇଛନ୍ତି ଏବଂ ଡାକ୍ତରଙ୍କ ନିରୀକ୍ଷଣରେ ଅଛନ୍ତି।
More Stories
ବିକଶିତ ଭାରତ ପାଇଁ Gen-Zଙ୍କ ସହଯୋଗ ଏବଂ ସମର୍ଥନ ଆବଶ୍ୟକ…..
ଆସନ୍ତାକାଲି ବିଭିନ୍ନ ପ୍ରକଳ୍ପ ଲୋକାର୍ପଣ କରିବେ ମୋଦୀ…..
ଓଲଟିଲା ଟ୍ରକ୍;ଆଖି ବୁଜିଲେ ୧୨ ଯାତ୍ରୀ…..