ରିପୋର୍ଟ କାର୍ଡ / ଭୁବନେଶ୍ୱର
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବାସଭବନ ଘେରାଉ ବେଳେ କଂଗ୍ରେସ କର୍ମୀମାନେ ବୁଧବାର ଅଣ୍ଡା, ଟମାଟୋ ମାଡ଼ କରିଥିବା ଅଭିଯୋଗ ହୋଇଛି। ଫଳରେ ଯୁବ କଂଗ୍ରେସ କର୍ମୀଙ୍କୁ ପୋଲିସ ଉଠାଇ ନେଇଛି। ନାରୀ ନିର୍ଯାତନା ଅଭିଯୋଗ ଆଣିବା ସହ ଓଡ଼ିଆ ଅସ୍ମିତା କେଉଁଆଡ଼େ ଗଲା ବୋଲି ନାରାବାଜି କରିଥିଲେ କଂଗ୍ରେସ କର୍ମୀ। ଏହି ସମୟରେ ସେମାନେ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଉପରକୁ ଅଣ୍ଡା-ଟମାଟୋ ମାଡ଼ କରିଥିଲେ। ଫଳରେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି।






More Stories
ଘରୋଇ ବସ୍ ମାଲିକ ସଂଘର ଚେତାବନୀ…..
ପ୍ରେମ ପାଇଁ ଥାର ଚଢ଼ାଇ ହତ୍ୟା…..
ଆୟୁଷ୍ମାନ କାର୍ଡକୁ ନେଇ ବଡ଼ ସୂଚନା……