ରିପୋର୍ଟ କାର୍ଡ / ମାଲକାନଗିରି
ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ନାରାୟଣପୁର ଜିଲାର ଅଭୁଝମାଡ଼ ଜଙ୍ଗଲରେ ପୋଲିସ-ମାଓବାଦୀ ମଧ୍ୟରେ ଗୁରୁବାର ଗୁଳିବିନିମୟ ହୋଇଛି। ଫଳରେ ପୋଲିସର ଏନକାଉଣ୍ଟରରେ ଦୁଇ ହାର୍ଡକୋର ମହିଳା ମାଓବାଦୀ ନିହତ ହୋଇଛନ୍ତି। ଡିଆର୍ଜି, ଏଟିଏଫ୍ ଯବାନଙ୍କ ଅପରେଶନର ଏହି ସଫଳତା ମିଳିଛି। ଘଟଣାସ୍ଥଳରୁ ଗୋଟିଏ INSASH ରାଇଫଲ, ଗୋଟିଏ ୩ ନୋଟ୍, ୩ ବନ୍ଧୁକ ଏବଂ ବିପୁଳ ପରିମାଣର ମାଓବାଦୀ ବିସ୍ଫୋରକ ସାମଗ୍ରୀ ଜବତ କରିଛନ୍ତି ସୁରକ୍ଷାକର୍ମୀ। ଏବେବି ଅପରେଶନ ଜାରି ରହିଛି।






More Stories
ବର୍ଷାକୁ ନେଇ ବଡ଼ ଅପଡେଟ୍:ଜାରି ହେଲା ଆଲର୍ଟ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ:ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ…..