ରିପୋର୍ଟ କାର୍ଡ / ଭୁବନେଶ୍ବର
ବରିଷ୍ଠ ଆଇଏଏସ ଶାଶ୍ୱତ ମିଶ୍ର ହେଲେ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ । ୧୯୯୬ ବ୍ୟାଚର ଆଇଏଏସ ଅଫିସର ଶାଶ୍ୱତ ମିଶ୍ରଙ୍କୁ ନୂଆ ଦାୟିତ୍ୱ ମିଳିଛି । ଅର୍ଥ ବିଭାଗ ପ୍ରମୁଖ ସଚିବ ସହ ଇଡକୋ ଅଧ୍ୟକ୍ଷ ଅଛନ୍ତି ଶାଶ୍ୱତ । ଶାଶ୍ୱତଙ୍କୁ ନୂଆ ଦାୟିତ୍ୱ ମିଳିବା ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି ।
More Stories
ଏମିତି ବଜେଟ୍ କେବେ ଦେଖିନି……
ବିଜେଡିରୁ ନିଲମ୍ବନ ହେଲେ ଶଶୀ…..
ରାଷ୍ଟ୍ରପତିଙ୍କ ଗସ୍ତ:ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରସ୍ତୁତି ଆରମ୍ଭ…..