ବଡ଼ ଖବର ରାଜ୍ୟ ପୁରୀରେ ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ….. Report Card Bureau June 29, 2025 ରିପୋର୍ଟ କାର୍ଡ / ପୁରୀସୋମବାର ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ହେବ। ବନକଲାଗି ନୀତି ଯୋଗୁ ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ। ରାତି ୯ରୁ ୨ଟା ଯାଏଁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ। ଦ୍ବିତୀୟ ଭୋଗମଣ୍ଡପ ପରେ ବନକଲାଗି ନୀତି ଶେଷ ହେବ ବୋଲି ସୂଚନା ମିଳିଛି।Post navigationPrevious ଆଇଏଏସ ଶାଶ୍ୱତ ମିଶ୍ର ହେଲେ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ……Next ପୁରୀ ରଥ ଯାତ୍ରା ଅଘଟଣ:ମୃତକଙ୍କ ପରିବାର ସହ କଥାହେଲେ ନବୀନ…Leave a Reply Cancel replyYour email address will not be published. Required fields are marked *Comment *Name * Email * Website Save my name, email, and website in this browser for the next time I comment. More Stories 1 min read ରାଜ୍ୟ ବର୍ଷାକୁ ନେଇ ବଡ଼ ଅପଡେଟ୍:ଜାରି ହେଲା ଆଲର୍ଟ….. September 20, 2026 Report Card Bureau ରାଜ୍ୟ ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ:ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ….. September 19, 2026 Report Card Bureau ରାଜ୍ୟ ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ….. September 19, 2026 Report Card Bureau
More Stories
ବର୍ଷାକୁ ନେଇ ବଡ଼ ଅପଡେଟ୍:ଜାରି ହେଲା ଆଲର୍ଟ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ:ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ…..