ରିପୋର୍ଟ କାର୍ଡ / ପୁରୀ
ଆଜି ପୁରୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ। ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ମଧ୍ୟ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ ପୁରୀ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ପୁରୀରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ପରେ ଅପରାହ୍ନ ୩ଟା ସମୟରେ ସେବାୟତଙ୍କୁ ଭେଟି ଆଲୋଚନା କରିବା ନେଇ ସୂଚନା ରହିଛି। ଆଗକୁ ମହାପ୍ରଭୁଙ୍କର ବାହୁଡା ଯାତ୍ରା ଏବଂ ସୁନା ବେଶ ଥିବାରୁ କିପରି ସୁରୁଖୁରୁରେ ସମ୍ପନ୍ନ ହେବ , ସେ ନେଇ ଆଲୋଚନା କରିବେ।






More Stories
ବର୍ଷାକୁ ନେଇ ବଡ଼ ଅପଡେଟ୍:ଜାରି ହେଲା ଆଲର୍ଟ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ:ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ…..