ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ୬ ମାସ ଜେଲ୍ ଦଣ୍ଡରେ ଦଣ୍ଡିତ କରାଯାଇଛି। ଅଦାଲତ ଅବମାନନା ଅଭିଯୋଗରେ ଦୋଷୀ ସାବ୍ୟସ୍ତ କରାଯାଇ ହସିନାଙ୍କୁ ୬ ମାସ ଜେଲ ଦଣ୍ଡାଦେଶ ହୋଇଛି। ଅନ୍ତର୍ଜାତୀୟ ଅପରାଧ ଟ୍ରିବ୍ୟୁନାଲ୍ ଦଣ୍ଡାଦେଶ ଶୁଣାଇଛନ୍ତି। ବୁଧବାର ତିନି ଜଣିଆ ଖଣ୍ଡପୀଠ ଏହି ରାୟ ଶୁଣାଇଛନ୍ତି।ବାଂଲାଦେଶୀ ଗଣମାଧ୍ୟମ ଅନୁସାରେ, ଅନ୍ତର୍ଜାତୀୟ ଅପରାଧ ଅଦାଲତଙ୍କ ଖଣ୍ଡପୀଠର ଅଧ୍ୟକ୍ଷତା ଜଷ୍ଟିସ୍ ମହମ୍ମଦ ଗୁଲାମ ମୁର୍ତଜା ମଜୁମଦାର କରିଥିଲେ। ପ୍ରଥମ ଥର ପାଇଁ କୌଣସି ମାମଲାରେ ଶେଖ ହସିନାଙ୍କୁ ଜେଲ ଦଣ୍ଡ ହୋଇଛି






More Stories
ପଶ୍ଚିମବଙ୍ଗରେ ମୁଖ୍ୟମନ୍ତ୍ରୀ ବାଛିବେ ଶାହା-ମୋହନ…..
୯ ରେ ଅନୁଷ୍ଠିତ ହେବ ଶପଥ ଗ୍ରହଣ ଉତ୍ସବ…..
ବିସ୍ଫୋରଣ: ୨୧ ମୃତ,୬୧ ଆହତ…..