ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ସଂସଦ ସୁରକ୍ଷାରେ ତ୍ରୁଟି ମାମଲାରେ ଦିଲ୍ଲୀ ହାଇକୋର୍ଟ ଦୁଇ ଅଭିଯୁକ୍ତ ନୀଲମ ଆଜାଦ ଏବଂ ମହେଶ କୁମାୱତଙ୍କୁ ଜାମିନ ପ୍ରଦାନ କରିଛନ୍ତି। ହାଇକୋର୍ଟ ଅଭିଯୁକ୍ତଙ୍କୁ ୫୦-୫୦ ହଜାର ଟଙ୍କାର ବ୍ୟକ୍ତିଗତ ମୁଚାଲିକା ଏବଂ ସମାନ ପରିମାଣର ଦୁଇଜଣ ଜାମିନଦାରଙ୍କ ବଦଳରେ ଜାମିନ ପ୍ରଦାନ କରିଛନ୍ତି। ଡିସେମ୍ବର ୧୩, ୨୦୨୩ରେ ସଂସଦର ସୁରକ୍ଷାରେ ତ୍ରୁଟି ମାମଲାରେ ଅନ୍ୟ ଅଭିଯୁକ୍ତମାନଙ୍କ ସହ ଏମାନଙ୍କୁ ଗିରଫ କରାଯାଇଥିଲା।






More Stories
ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା…..
ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍…..
ରେପୋ ହାର ହ୍ରାସ…..