ରିପୋର୍ଟ କାର୍ଡ / ସମ୍ବଲପୁର
ଆସନ୍ତା ୬ ତାରିଖରେ ହୀରାକୁଦ ନଦୀବନ୍ଧରୁ ଚଳିତବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯିବ। ମୁଖ୍ୟବନ୍ଧ ବିଭାଗର ଭାରପ୍ରାପ୍ତ ମୁଖ୍ୟଯନ୍ତ୍ରୀ ସୁଶୀଲ ବେହେରା ଗୁରୁବାର ଏ ସମ୍ପର୍କରେ ସୂଚନା ଦେଇଛନ୍ତି। ଉପର ମୁଣ୍ଡରେ ଗତ କିଛି ଦିନ ହେବ ପ୍ରବଳ ବର୍ଷା ଏବଂ ମୌସୁମୀ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରର ଜଳପତ୍ତନ ବୃଦ୍ଧି ପାଇ ଗୁରୁବାର ୬୦୩.୨୫ ଫୁଟରେ ପହଞ୍ଚିଛି।|






More Stories
ବର୍ଷାକୁ ନେଇ ବଡ଼ ଅପଡେଟ୍:ଜାରି ହେଲା ଆଲର୍ଟ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ:ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ…..